1 ବଂଶାବଳୀ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ଦାଉଦ କହିଲେ, ଲେବୀୟମାନଙ୍କ ଛଡ଼ା ଆଉ କାହାରି ପରମେଶ୍ଵରଙ୍କ ସିନ୍ଦୁକ ବହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ଵରଙ୍କ ସିନ୍ଦୁକ ବହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି। Gade chapit laଓଡିଆ ବାଇବେଲ2 ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।” Gade chapit laପବିତ୍ର ବାଇବଲ2 ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।” Gade chapit la |