Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।

Gade chapit la Kopi

ପବିତ୍ର ବାଇବଲ

22 ଲେବୀୟ ନେତା କନନିୟ ଗାୟନ ଦାୟିତ୍ୱରେ ଥିଲେ। କନନିୟ ସଙ୍ଗୀତ ବିଦ୍ୟାରେ ଅତ୍ୟନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ଯ୍ୟ ଦତ୍ତ ହୋଇଥିଲା।

Gade chapit la Kopi




1 ବଂଶାବଳୀ 15:22
5 Referans Kwoze  

ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।


ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।


ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।


ଆଉ ବେରିଖୀୟ ଓ ଇଲ୍‍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।


Swiv nou:

Piblisite


Piblisite