1 ବଂଶାବଳୀ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି ଶବନୀୟ ଓ ଯୋଶାଫଟ୍ ଓ ନଥନେଲ ଓ ଅମାସୟ ଓ ଜିଖରୀୟ ଓ ବନାୟ ଓ ଇଲୀୟେଷର ଯାଜକମାନେ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ୍ ଓ ଯିହୀୟ ସିନ୍ଦୁକର ଦ୍ଵାରରକ୍ଷକ ହେଲେ। Gade chapit laଓଡିଆ ବାଇବେଲ24 ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ। Gade chapit laପବିତ୍ର ବାଇବଲ24 ଶବନିୟ, ଯୋଶାଫଟ୍, ନଥନେଲ, ଅମାସୟ, ଯିଖରିୟ, ବନାୟ ଓ ଇଲୀୟେଷର, ଏମାନଙ୍କର କାର୍ଯ୍ୟ ଥିଲା, ନିୟମସିନ୍ଦୁକର ସମ୍ମୁଖରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ଯିହିୟ ନିୟମସିନ୍ଦୁକର ଦ୍ୱାରପାଳ ଥିଲେ। Gade chapit la |