1 ବଂଶାବଳୀ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ଵର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ। Gade chapit laଓଡିଆ ବାଇବେଲ26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ। Gade chapit laପବିତ୍ର ବାଇବଲ26 ପରମେଶ୍ୱର ନିୟମସିନ୍ଦୁକ ବହିନେଇ ଯାଉଥିବା ଲେବୀୟମାନଙ୍କୁ ସାହାଯ୍ୟ କଲେ। ସେମାନେ ସାତ ଗୋଟି ବଳଦ ଓ ସାତୋଟି ମେଣ୍ଢାକୁ ଉତ୍ସର୍ଗ କଲେ। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”