Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ଦାଉଦ ଓ ସିନ୍ଦୁକବାହକ ଲେବୀୟମାନେ ଓ ଗାୟକମାନେ ଓ ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।

Gade chapit la Kopi

ଓଡିଆ ବାଇବେଲ

27 ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।

Gade chapit la Kopi

ପବିତ୍ର ବାଇବଲ

27 ଦାଉଦ ଓ ନିୟମସିନ୍ଦୁକ ବହୁଥିବା ସମସ୍ତ ଲେବୀୟମାନେ ଓ ଗାୟକ କିଣାନୀୟମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ୟ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।

Gade chapit la Kopi




1 ବଂଶାବଳୀ 15:27
5 Referans Kwoze  

ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।


ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite