Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ

4 ଦାଉଦ ହାରୋଣ ଓ ଲେବୀୟମାନଙ୍କ ବଂଶଧରମାନଙ୍କୁ ଏକତ୍ର ଡାକିଲେ।

Gade chapit la Kopi




1 ବଂଶାବଳୀ 15:4
7 Referans Kwoze  

ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।


କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;


ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।


Swiv nou:

Piblisite


Piblisite