Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍‍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;

Gade chapit la Kopi

ଓଡିଆ ବାଇବେଲ

9 ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍‍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;

Gade chapit la Kopi

ପବିତ୍ର ବାଇବଲ

9 ହିବ୍ରୋଣଙ୍କ ପରିବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀୟେଲ ସେମାନଙ୍କର ନେତା ଥିଲେ।

Gade chapit la Kopi




1 ବଂଶାବଳୀ 15:9
9 Referans Kwoze  

ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।


ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ


ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।


କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।


କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର ଓ ହିବ୍ରୋଣ ଓ ଉଷୀୟେଲ।


ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।


ଇଲୀଶାଫନ୍‍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;


ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।


Swiv nou:

Piblisite


Piblisite