Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ଵେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ଵେଷଣ କର।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ଓ ତାଙ୍କ ପରାକ୍ରମକୁ ଦେଖ, ସର୍ବଦା ତାଙ୍କର ସାହାଯ୍ୟ ଲୋଡ଼।

Gade chapit la Kopi




1 ବଂଶାବଳୀ 16:11
11 Referans Kwoze  

ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।


ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]


ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]


ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।


ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍‍ରେ କେହି ନ ଥିବ।


ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।


ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।


ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।


ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।


Swiv nou:

Piblisite


Piblisite