Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;

Gade chapit la Kopi

ଓଡିଆ ବାଇବେଲ

19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;

Gade chapit la Kopi

ପବିତ୍ର ବାଇବଲ

19 ସେଠାରେ ଅଳ୍ପ ସଂଖ୍ୟକ ଲୋକ ଥିଲେ, ଏକ ବିଦେଶୀ ଭୂମିରେ ଖୁବ୍ ଅଳ୍ପସଂଖ୍ୟକ ଅଜ୍ଞାତ ବ୍ୟକ୍ତି ଥିଲେ।

Gade chapit la Kopi




1 ବଂଶାବଳୀ 16:19
5 Referans Kwoze  

ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟତ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।


ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।


Swiv nou:

Piblisite


Piblisite