1 ବଂଶାବଳୀ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।” Gade chapit laପବିତ୍ର ବାଇବଲ (Re-edited) - (BSI)22 କହିଲେ, ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର। Gade chapit laଓଡିଆ ବାଇବେଲ22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର। Gade chapit laପବିତ୍ର ବାଇବଲ22 ସଦାପ୍ରଭୁ ସେହି ରାଜାମାନଙ୍କୁ କହିଲେ, “ଆମ୍ଭର ମନୋନୀତ ବ୍ୟକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କୁ ଆଘାତ କର ନାହିଁ।” Gade chapit la |