Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।

Gade chapit la Kopi

ଓଡିଆ ବାଇବେଲ

23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।

Gade chapit la Kopi

ପବିତ୍ର ବାଇବଲ

23 ସକଳ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର। ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହି ଶୁଭବାର୍ତ୍ତା ପ୍ରତିଦିନ କୁହ।

Gade chapit la Kopi




1 ବଂଶାବଳୀ 16:23
9 Referans Kwoze  

ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ।


ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।


ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।


ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।


ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।


Swiv nou:

Piblisite


Piblisite