1 ବଂଶାବଳୀ 16:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Gade chapit laଓଡିଆ ବାଇବେଲ25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। Gade chapit laପବିତ୍ର ବାଇବଲ25 ସଦାପ୍ରଭୁ ଅତ୍ୟନ୍ତ ମହାନ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ୟ ଅଟନ୍ତି। ଅନ୍ୟ ସବୁ “ଦେବତାଗଣଙ୍କ” ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।