1 ବଂଶାବଳୀ 16:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)26 କାରଣ ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ଅବସ୍ତୁମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା। Gade chapit laଓଡିଆ ବାଇବେଲ26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। Gade chapit laପବିତ୍ର ବାଇବଲ26 କାରଣ ପୃଥିବୀର ସମସ୍ତ “ଦେବତାଗଣ” କେବଳ ମୂଲ୍ୟହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ। Gade chapit la |