1 ବଂଶାବଳୀ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣକୁ ଏକ ଏକ ରୋଟୀ ଓ ମାଂସର ଏକ ଏକ ଅଂଶ ଓ ଏକ ଏକ ଖଣ୍ତ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। Gade chapit laଓଡିଆ ବାଇବେଲ3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। Gade chapit laପବିତ୍ର ବାଇବଲ3 ଏହା ପରେ ସେ ପ୍ରତ୍ୟେକ ଇସ୍ରାଏଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କିସ୍ମିସ୍ ଦେଲେ। Gade chapit la |