Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ଵନି କରିବା।

Gade chapit la Kopi

ଓଡିଆ ବାଇବେଲ

35 ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”

Gade chapit la Kopi

ପବିତ୍ର ବାଇବଲ

35 ସଦାପ୍ରଭୁଙ୍କୁ କୁହ, “ହେ ପରମେଶ୍ୱର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତେବେ, ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତେବେ ଆମ୍ଭେମାନେ ସଙ୍ଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।”

Gade chapit la Kopi




1 ବଂଶାବଳୀ 16:35
15 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।


ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।


ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]


ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।


Swiv nou:

Piblisite


Piblisite