Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନା-ନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ

Gade chapit la Kopi

ଓଡିଆ ବାଇବେଲ

37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ

Gade chapit la Kopi

ପବିତ୍ର ବାଇବଲ

37 ଏହା ପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିୟମସିନ୍ଦୁକ ସମ୍ମୁଖରେ ଛାଡ଼ି ଗ୍ଭଲିଗଲେ। ଦାଉଦ ସେମାନଙ୍କୁ ପ୍ରତିଦିନ ତାହା ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଛାଡ଼ି ଗଲେ।

Gade chapit la Kopi




1 ବଂଶାବଳୀ 16:37
6 Referans Kwoze  

ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;


ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।


Swiv nou:

Piblisite


Piblisite