Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ ଯାତ୍ରା.୨୯:୩୮-୪୨

Gade chapit la Kopi

ଓଡିଆ ବାଇବେଲ

39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ

Gade chapit la Kopi

ପବିତ୍ର ବାଇବଲ

39 ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିୟୋନସ୍ଥିତ ଉଚ୍ଚ ସ୍ଥାନରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ସେବାକାର୍ଯ୍ୟ କରୁଥିବା ଅନ୍ୟ ଯାଜକମାନଙ୍କୁ ସେଠାରେ ଛାଡ଼ି ଗଲେ।

Gade chapit la Kopi




1 ବଂଶାବଳୀ 16:39
8 Referans Kwoze  

ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍‍କୁ ଓ ଅମ୍ମୀନାଦବକୁ ଡାକି କହିଲେ,


ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।


କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।


ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।


ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


Swiv nou:

Piblisite


Piblisite