Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସାଦୋକ୍ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

Gade chapit la Kopi

ଓଡିଆ ବାଇବେଲ

40 ସାଦୋକ ଯାଜକ ଓ ତାହାର ଯାଜକ ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;

Gade chapit la Kopi

ପବିତ୍ର ବାଇବଲ

40 ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ସାଦୋକ୍ ଓ ଅନ୍ୟ ଯାଜକମାନେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରୁଥିଲେ। ସଦାପ୍ରଭୁ ଇସ୍ରାଏଲକୁ ଦେଇଥିବା ସଦାପ୍ରଭୁଙ୍କ ନିୟମରେ ଲିଖିତ ବିଧିକୁ ପାଳନ କରି ସେମାନେ ଏହିପରି କରୁଥିଲେ।

Gade chapit la Kopi




1 ବଂଶାବଳୀ 16:40
11 Referans Kwoze  

“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;


ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍‍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।


ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।


ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।


ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।


ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;


ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।


Swiv nou:

Piblisite


Piblisite