1 ବଂଶାବଳୀ 16:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍ର ପୁତ୍ରମାନେ ଦ୍ୱାରପାଳ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଆଉ ହେମନ୍ ଓ ଯିଦୂଥୂନ୍ ତୂରୀ ଓ କରତାଳ ଓ ପରମେଶ୍ଵରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ଵନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ଵାରପାଳ ହେଲେ। Gade chapit laଓଡିଆ ବାଇବେଲ42 ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ। Gade chapit laପବିତ୍ର ବାଇବଲ42 ହେମନ୍ ଓ ଯିଦୂଥୂନ୍ ସେମାନଙ୍କ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସଂଗୀତମାନ ଗାନ କରାଯିବା ସମୟରେ ସେମାନେ ଅନ୍ୟାନ୍ୟ ବାଦ୍ୟ ମଧ୍ୟ ବଜାଉଥିଲେ। ଯିଦୂଥୂନଙ୍କ ପୁତ୍ରମାନେ ଦ୍ୱାର ଜଗି ରହୁଥିଲେ। Gade chapit la |
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା