1 ବଂଶାବଳୀ 16:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Gade chapit laଓଡିଆ ବାଇବେଲ43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। Gade chapit laପବିତ୍ର ବାଇବଲ43 ଉତ୍ସବ ଶେଷ ହେଲା ପରେ, ସବୁ ଲୋକମାନେ ଫେରିଗଲେ। ପ୍ରତ୍ୟେକ ଲୋକ ନିଜ ଗୃହକୁ ଫେରିଗଲେ। ଏବଂ ଦାଉଦ ମଧ୍ୟ ନିଜ ପରିବାରକୁ ଆଶୀର୍ବାଦ କରିବା ନିମନ୍ତେ ଗୃହକୁ ଫେରିଗଲେ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”