Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର।

Gade chapit la Kopi

ଓଡିଆ ବାଇବେଲ

9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱରଙ୍କ ନିକଟରେ ଗାୟନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସା ଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ଯ୍ୟସକଳ ଜଣାଅ।

Gade chapit la Kopi




1 ବଂଶାବଳୀ 16:9
16 Referans Kwoze  

ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।


ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।


ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।


ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।


ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।


ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।


Swiv nou:

Piblisite


Piblisite