Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନ; କାଳ ସ୍ଥିର କରିବା ଓ ତାହାର ସିଂହାସନ ଅନ; କାଳସ୍ଥାୟୀ ହେବ।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।”

Gade chapit la Kopi

ପବିତ୍ର ବାଇବଲ

14 ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ୟର ଦାୟିତ୍ୱ ଦେବା ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।’”

Gade chapit la Kopi




1 ବଂଶାବଳୀ 17:14
7 Referans Kwoze  

ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;


ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।


Swiv nou:

Piblisite


Piblisite