Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।

Gade chapit la Kopi

ଓଡିଆ ବାଇବେଲ

18 ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।

Gade chapit la Kopi

ପବିତ୍ର ବାଇବଲ

18 ମୁଁ ଆଉ ଅଧିକ କ’ଣ ବା କହିବି? ତୁମ୍ଭେ ମୋ’ ନିମନ୍ତେ ବହୁତ ମହାନ କାର୍ଯ୍ୟମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କେବଳ ତୁମ୍ଭର ଜଣେ ଦାସ ମାତ୍ର ଅଟେ।

Gade chapit la Kopi




1 ବଂଶାବଳୀ 17:18
8 Referans Kwoze  

ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।


ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।


Swiv nou:

Piblisite


Piblisite