Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହେ ସଦାପ୍ରଭୋ ! ତୁମ୍ଭେ ଏହି ସକଳ ମହତ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ କର୍ମ ସାଧନ କରିଅଛ।

Gade chapit la Kopi

ଓଡିଆ ବାଇବେଲ

19 ହେ ସଦାପ୍ରଭୁ ! ତୁମ୍ଭେ ଏହି ସକଳ ମହତ୍‍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍‍ କର୍ମ ସାଧନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

19 ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିମନ୍ତେ ଏହି ଆଶ୍ଚର୍ଯ୍ୟଜନକ କାର୍ଯ୍ୟଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛାରେ ତାହା କରିଅଛ।

Gade chapit la Kopi




1 ବଂଶାବଳୀ 17:19
15 Referans Kwoze  

କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।


ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।


ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।


ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।


ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।


ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।


ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।


ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


Swiv nou:

Piblisite


Piblisite