Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏବେ ହେ ସଦାପ୍ରଭୋ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।

Gade chapit la Kopi

ଓଡିଆ ବାଇବେଲ

23 ଏବେ ହେ ସଦାପ୍ରଭୁ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।

Gade chapit la Kopi

ପବିତ୍ର ବାଇବଲ

23 “ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିକଟରେ ଓ ମୋର ପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସେହି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।

Gade chapit la Kopi




1 ବଂଶାବଳୀ 17:23
10 Referans Kwoze  

ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।


ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”


ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।


ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”


ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।


ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;


ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।


ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।


Swiv nou:

Piblisite


Piblisite