Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏବେ ହେ ସଦାପ୍ରଭୋ ! ତୁମ୍ଭେ ହିଁ ପରମେଶ୍ଵର, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।

Gade chapit la Kopi

ଓଡିଆ ବାଇବେଲ

26 ଏବେ ହେ ସଦାପ୍ରଭୁ ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।

Gade chapit la Kopi

ପବିତ୍ର ବାଇବଲ

26 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଅଟ। ଆଉ ହେ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି।

Gade chapit la Kopi




1 ବଂଶାବଳୀ 17:26
5 Referans Kwoze  

ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।


ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”


Swiv nou:

Piblisite


Piblisite