1 ବଂଶାବଳୀ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମୋ.୯:୧୪ Gade chapit laଓଡିଆ ବାଇବେଲ9 ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି Gade chapit laପବିତ୍ର ବାଇବଲ9 ଆମ୍ଭେ ଆମ୍ଭର ଲୋକ ଇସ୍ରାଏଲକୁ ଏହି ସ୍ଥାନ ଦେଇଅଛୁ। ସେମାନେ ବୃକ୍ଷ ରୋପଣ କରିବେ ଓ ସେହି ବୃକ୍ଷସବୁର ତଳେ ଶାନ୍ତିରେ ବସିବେ। ସେମାନେ ଆଉ କୌଣସି ବିଷୟରେ ଚିନ୍ତିତ ହେବେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସେମାନଙ୍କୁ ଆଘାତ କରିବେ ନାହିଁ। Gade chapit la |