1 ବଂଶାବଳୀ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ। Gade chapit laପବିତ୍ର ବାଇବଲ1 ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ୍ ସହର ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନେଇଗଲେ। Gade chapit la |