Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ଦାଉଦ ଦମ୍ମେଶକ ସହରର ଅରାମରେ ପ୍ରହରୀ ସ୍ଥାପନ କଲେ। ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହେଲେ ଓ ଦର୍ଶନୀ ଆଣିଲେ। ତେଣୁ ଦାଉଦ ଯେଉଁଆଡ଼େ ଗଲେ ସଦାପ୍ରଭୁ ତାଙ୍କୁ ବିଜୟ ପ୍ରଦାନ କଲେ।

Gade chapit la Kopi




1 ବଂଶାବଳୀ 18:6
8 Referans Kwoze  

ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।


ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।


ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।


ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।


ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।


Swiv nou:

Piblisite


Piblisite