Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

7 ଦାଉଦ ହଦରେଷରଙ୍କ ସେନାପତିମାନଙ୍କଠାରୁ ସୁବର୍ଣ୍ଣ ଢାଲଗୁଡ଼ିକ ନେଇଗଲେ ଓ ସେଗୁଡ଼ିକୁ ଯିରୁଶାଲମକୁ ଆଣିଲେ।

Gade chapit la Kopi




1 ବଂଶାବଳୀ 18:7
7 Referans Kwoze  

ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।


ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।


Swiv nou:

Piblisite


Piblisite