Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।

Gade chapit la Kopi

ପବିତ୍ର ବାଇବଲ

11 ଯୋୟାବ ଅବୀଶୟଙ୍କ ଅଧୀନରେ ଇସ୍ରାଏଲର ଅବଶିଷ୍ଟ ସୈନ୍ୟଦଳକୁ ରଖିଲେ। ଅବୀଶୟ ଯୋୟାବଙ୍କ ଭ୍ରାତା ଥିଲେ। ସେହି ସୈନ୍ୟମାନେ ଅମ୍ମୋନୀୟ ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଗଲେ।

Gade chapit la Kopi




1 ବଂଶାବଳୀ 19:11
5 Referans Kwoze  

ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।


ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।


ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।


ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।


ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।


Swiv nou:

Piblisite


Piblisite