Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି।

Gade chapit la Kopi

ପବିତ୍ର ବାଇବଲ

12 ଯୋୟାବ ଅବୀଶୟଙ୍କୁ କହିଲେ, “ଯଦି ଅରାମର ସୈନ୍ୟଦଳ ମୋ’ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋତେ ନିତାନ୍ତ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ସୈନ୍ୟଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi




1 ବଂଶାବଳୀ 19:12
6 Referans Kwoze  

ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ଆଉ, ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


Swiv nou:

Piblisite


Piblisite