Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ

14 ଯୋୟାବଙ୍କ ସୈନ୍ୟବାହିନୀ ଅରାମର ସୈନ୍ୟଦଳକୁ ଆକ୍ରମଣ କଲେ। ଅରାମର ସୈନ୍ୟଦଳ ଯୋୟାବ ଓ ତାଙ୍କର ସୈନ୍ୟବାହିନୀଠାରୁ ପଳାୟନ କଲେ।

Gade chapit la Kopi




1 ବଂଶାବଳୀ 19:14
8 Referans Kwoze  

ଏଥିମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।’”


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।


ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।


Swiv nou:

Piblisite


Piblisite