Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦରେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦଦେଷରର ସେନାପତି ଶୋଫକ୍‍ ସେମାନଙ୍କର ଅଗ୍ରଣୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ଅରାମୀୟ ନେତାମାନେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି। ତେଣୁ ସେମାନେ ଫରାତ୍ ନଦୀର ପୂର୍ବଆଡ଼େ ବାସ କରୁଥିବା ଅରାମୀୟ ଲୋକମାନଙ୍କଠାରୁ ସାହାଯ୍ୟ ମାଗିବା ନିମନ୍ତେ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ଶୋଫକ୍ ଅରାମରୁ ଆସିଥିବା ହଦରେଷରଙ୍କ ସୈନ୍ୟଦଳର ସେନାପତି ଥିଲେ। ଶୋଫକ୍ ଅନ୍ୟ ଅରାମୀୟ ସୈନ୍ୟଦଳକୁ ମଧ୍ୟ ପରିଗ୍ଭଳିତ କରୁଥିଲେ।

Gade chapit la Kopi




1 ବଂଶାବଳୀ 19:16
7 Referans Kwoze  

ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।


ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?


ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।


ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ।


Swiv nou:

Piblisite


Piblisite