1 ବଂଶାବଳୀ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚାପାଖ ବସ୍ତ୍ର ମଝିରୁ କାଟିପକାଇ ସେମାନଙ୍କୁ ବିଦାୟ କରି ଦେଲା। Gade chapit laଓଡିଆ ବାଇବେଲ4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି-ପକାଇ ସେମାନଙ୍କୁ ବିଦାୟ କରି ଦେଲା। Gade chapit laପବିତ୍ର ବାଇବଲ4 ତେଣୁ ହାନୂନ୍ ଦାଉଦଙ୍କ ଦାସମାନଙ୍କୁ ବନ୍ଦୀ କଲେ ଓ ସେମାନଙ୍କ ଦାଢ଼ି କାଟି ପକାଇଲେ। ଆହୁରି ମଧ୍ୟ, ହାନୂନ୍ ସେମାନଙ୍କ ନିତମ୍ବ ନିକଟରୁ ବସ୍ତ୍ର କାଟି ପକାଇଲେ। ଏହା ପରେ ସେ ସେମାନଙ୍କୁ ପଠାଇ ଦେଲେ। Gade chapit la |