1 ବଂଶାବଳୀ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ମେସୋପଟାମିଆ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ଵାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳ; ରୂପା ପଠାଇଲେ। Gade chapit laଓଡିଆ ବାଇବେଲ6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ। Gade chapit laପବିତ୍ର ବାଇବଲ6 ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ। Gade chapit la |