1 ବଂଶାବଳୀ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ। Gade chapit laଓଡିଆ ବାଇବେଲ7 ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ। Gade chapit laପବିତ୍ର ବାଇବଲ7 ଅମ୍ମୋନୀୟ ଲୋକେ 32,000 ରଥ କିଣିଲେ ମଧ୍ୟ ସେମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସେମାନେ ମାଖାର ରାଜା ଓ ତାଙ୍କର ଲୋକମାନଙ୍କୁ ଅର୍ଥ ଦେଲେ। ମାଖାର ରାଜା ଓ ତାଙ୍କର ଲୋକମାନେ ମେଦବା ସହର ନିକଟରେ ଛାଉଣି ସ୍ଥାପନ କଲେ। ଅମ୍ମୋନୀୟ ଲୋକମାନେ ନିଜେ ମଧ୍ୟ ସହରରୁ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଲେ। Gade chapit la |