Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟସମସ୍ତଙ୍କୁ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

8 ଅମ୍ମୋନୀୟ ଲୋକମାନେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେଉଛନ୍ତି ବୋଲି ଦାଉଦ ଶୁଣିବାକୁ ପାଇଲେ। ତେଣୁ ଅମ୍ମୋନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ଯୋୟାବ ଓ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀକୁ ପଠାଇଲେ।

Gade chapit la Kopi




1 ବଂଶାବଳୀ 19:8
5 Referans Kwoze  

ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।


ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।


Swiv nou:

Piblisite


Piblisite