Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଅବୀଗଲ ଅମାସାକୁ ଜାତ କଲାନ୍ତଏହି ଅମାସାର ପିତା ଇଶ୍ମାଏଲୀୟ ଯେଥର ଥିଲା।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।

Gade chapit la Kopi

ପବିତ୍ର ବାଇବଲ

17 ଅବୀଗଲ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇ‌ଶ୍‌ମାୟେଲୀୟ ଲୋକଙ୍କ ମଧ୍ୟରୁ ଆସିଥିଲା।

Gade chapit la Kopi




1 ବଂଶାବଳୀ 2:17
8 Referans Kwoze  

ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।


ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।


ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite