Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ

18 କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। ‌‌‌କାଲେ‌ବଙ୍କର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହୋଇଥିଲେ। ଅସୂବାର ଯିରୀୟୋତର କନ୍ୟା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ: ଯେଶର, ଶୋବବ୍ ଓ ଅର୍ଦୋନ।

Gade chapit la Kopi




1 ବଂଶାବଳୀ 2:18
7 Referans Kwoze  

ପୁଣି, ଅବୀଗଲ ଅମାସାଙ୍କୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।


ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।


ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍‍ ଓ କାଲୁବାୟ,


ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।


ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।


ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।


ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


Swiv nou:

Piblisite


Piblisite