Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ

19 ଅସୁବାରଙ୍କର ମୃତ୍ୟୁ ପରେ କାଲେବ ଇଫ୍ରାଥାଙ୍କୁ ବିବାହ କଲେ। କାଲେବ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସେମାନେ ତାହାର ନାମ ହୂର ଦେଲେ।

Gade chapit la Kopi




1 ବଂଶାବଳୀ 2:19
7 Referans Kwoze  

କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;


ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।


ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।


ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।


ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।


Swiv nou:

Piblisite


Piblisite