Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦାନ, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର୍।

Gade chapit la Kopi

ଓଡିଆ ବାଇବେଲ

2 ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।

Gade chapit la Kopi

ପବିତ୍ର ବାଇବଲ

2 ଦାନ୍, ଯୋଷେଫ, ବିନ୍ୟାମୀନ, ନପ୍ତାଲି, ଗାଦ୍ ଓ ଆଶେର,

Gade chapit la Kopi




1 ବଂଶାବଳୀ 2:2
8 Referans Kwoze  

ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;


ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।


ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।


ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।


ଆଉ ଦାନ୍‍ର ପୁତ୍ର ହୂଶୀମ୍‍।


ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।


Swiv nou:

Piblisite


Piblisite