1 ବଂଶାବଳୀ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା। Gade chapit laପବିତ୍ର ବାଇବଲ21 ପରେ, ହିଷ୍ରୋଣ ଷାଠିଏ ବର୍ଷ ବୟସରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିୟଦଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସଗୂବଙ୍କୁ ଜନ୍ମ ଦେଲେ। Gade chapit la |