Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

29 ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍‍ ଓ ସେ ତାହାର ଔରସରେ ଅହବାନ୍‍ ଓ ମୋଲୀଦକୁ ଜାତ କଲା।

Gade chapit la Kopi

ପବିତ୍ର ବାଇବଲ

29 ଅବୀଶୂରଙ୍କର ପତ୍ନୀଙ୍କର ନାମ ଥିଲା: ଅବୀହୟୀଲ୍। ସେମାନଙ୍କର ଦୁଇ ପୁତ୍ର ଥିଲେ। ସେହି ପୁତ୍ରମାନଙ୍କର ନାମ ଥିଲା: ଅହବାନ୍ ଓ ମୋଲୀଦ୍।

Gade chapit la Kopi




1 ବଂଶାବଳୀ 2:29
2 Referans Kwoze  

ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।


ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।


Swiv nou:

Piblisite


Piblisite