Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ଅପ୍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ ଅପ୍ପୟିମର ପୁତ୍ର ଯିଶୟି, ପୁଣି ଯିଶୟିର ପୁତ୍ର ଶେଶନ୍। ଶେଶନ୍ର ପୁତ୍ର ଅହଲୟ।

Gade chapit la Kopi

ଓଡିଆ ବାଇବେଲ

31 ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।

Gade chapit la Kopi

ପବିତ୍ର ବାଇବଲ

31 ଯିଶୟି ଅପ୍ପୟିମଙ୍କର ପୁତ୍ର ଥିଲେ। ଯିଶୟିଙ୍କର ପୁତ୍ର ଥିଲେ: ଶେଶନ୍। ଶେଶ‌ନଙ୍କର ପୁତ୍ର ଥିଲେ: ଅହଲୟ।

Gade chapit la Kopi




1 ବଂଶାବଳୀ 2:31
5 Referans Kwoze  

ପୁଣି, ନାଦବ୍‍ର ପୁତ୍ର ସେଲଦ୍‍ ଓ ଅପ୍ପୟିମ୍‍; ମାତ୍ର ସେଲଦ୍‍ ନିଃସନ୍ତାନ ହୋଇ ମଲା।


ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।


ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।


ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।


Swiv nou:

Piblisite


Piblisite