Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।

Gade chapit la Kopi

ପବିତ୍ର ବାଇବଲ

32 ଯାଦା ଶମ୍ମୟଙ୍କର ଭ୍ରାତା ଥିଲେ। ଯାଦାଙ୍କର ପୁତ୍ରମାନେ ଥିଲେ: ଯେଥର, ଯୋନାଥନ। ଯେଥର ନିଃସନ୍ତାନ ହୋଇ ମୃତ୍ୟୁବରଣ କଲେ।

Gade chapit la Kopi




1 ବଂଶାବଳୀ 2:32
3 Referans Kwoze  

ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍‍ ଓ ଅବୀଶୂର।


ଆଉ ଅପ୍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।


ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।


Swiv nou:

Piblisite


Piblisite