Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସରୀୟ ଦାସ ଥିଲା, ତାହାର ନାମ ଯାର୍ହା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।

Gade chapit la Kopi

ଓଡିଆ ବାଇବେଲ

34 ଶେଶନ୍‍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍‍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।

Gade chapit la Kopi

ପବିତ୍ର ବାଇବଲ

34 ଶେଶ‌ନଙ୍କର କୌଣସି ପୁତ୍ର ନ ଥିଲେ। ତାଙ୍କର କେବଳ କନ୍ୟାମାନେ ଥିଲେ। ଶେଶ‌ନଙ୍କର ଯାର୍ହା ନାମରେ ଜଣେ ମିଶରୀୟ କ୍ରୀତଦାସ ଥିଲା।

Gade chapit la Kopi




1 ବଂଶାବଳୀ 2:34
3 Referans Kwoze  

ପୁଣି, ଯୋନାଥନର ପୁତ୍ର ପେଲତ୍‍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।


ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।


ଆଉ ଅପ୍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।


Swiv nou:

Piblisite


Piblisite