Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯିହୁଦାର ପୁତ୍ରବଧୁ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ଯିହୁଦାଙ୍କର ପୁତ୍ରବଧୂ ତାମର ପେରସ ଓ ସେରହଙ୍କୁ ଜନ୍ମ ଦେଲା। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 2:4
14 Referans Kwoze  

ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,


ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,


ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲ୍‍ର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।


ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;


ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।


ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;


ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;


ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”


ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।


ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।


ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।


ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


Swiv nou:

Piblisite


Piblisite