Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।

Gade chapit la Kopi

ଓଡିଆ ବାଇବେଲ

54 ସଲ୍‍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍‍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।

Gade chapit la Kopi

ପବିତ୍ର ବାଇବଲ

54 ଶଲୂମଙ୍କର ବଂଶଧରମାନେ ଥିଲେ, ବୈ‌ଥ୍‌ଲେହମ୍ ନଟୋଫାତୀୟ, ଅଟ୍ରତ୍‌ବେତ୍ ଯୋୟାବ, ମନହୋତୀୟର ସରାରୀୟର ଅର୍ଦ୍ଧେକ ଲୋକ,

Gade chapit la Kopi




1 ବଂଶାବଳୀ 2:54
12 Referans Kwoze  

ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;


ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।


ନଟୋଫାର ଲୋକ ଛପନ ଜଣ।


ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;


ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;


ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;


ଆଉ କିରୀୟଥ୍‍-ଯିୟାରୀମ୍‍ର ପିତା ଶୋବଲ୍‍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।


ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।


ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।


ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।


ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।


ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।


Swiv nou:

Piblisite


Piblisite