Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ିନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳ; ପରିମିତ ସ୍ଵର୍ଣ୍ଣ ଓ ତହିଁର ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟ ଦ୍ରବ୍ୟ ବାହାର କରି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

2 ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସେହି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସେହି ମୁକୁଟରେ ଅତି ମୂଲ୍ୟବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସେହି ମୁକୁଟ ପିନ୍ଧାଗଲା। ଏହା ପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନେକ ମୂଲ୍ୟବାନ ବସ୍ତୁ ପ୍ରାପ୍ତ ହେଲେ।

Gade chapit la Kopi




1 ବଂଶାବଳୀ 20:2
3 Referans Kwoze  

ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।


Swiv nou:

Piblisite


Piblisite